Sun. Mar 8th, 2026

ଏହି ସବୁ ଜିଲ୍ଲାରେ ହେବ ଝଡ଼ବର୍ଷା ସହ ବଜ୍ରପାତ

249 Views

ଭୁବନେଶ୍ୱର : ଆଜି ରାଜ୍ୟରେ କିଛି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ସେଥିପାଇଁ ସକାଳ ୧୦ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ଭଦ୍ରକ ଓ ପୁରୀ।

By amfnews

Related Post