154 Views
ଭୁବନେଶ୍ୱର : ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ତମାମ ରାଜ୍ୟରୁ ମୌସୁମୀ ବାୟୁ ବିଦାୟ ନେଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଅଯାଇଛି। ଚଳିତ ବର୍ଷ ସ୍ୱାଭାବିକ ଠାରୁ ୭% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।