522 Views
ଭୁବନେଶ୍ୱର : ଓଡ଼ିଆ ପୁଅ ଅଂଶୁମାନ କାମିଲା ହେଲେ ଇଣ୍ଡିଆନ୍ ଇକୋନୋମିକ୍ ସର୍ଭିସ୍ (ଆଇଇଏସ୍) ଟପ୍ପର। ଆଇଇଏସ୍ ପାଇଁ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ସେ ଏକ ନମ୍ବର ସୋଥାନ ଅଧିକାର କରିଛନ୍ତି।
ଅଂଶୁମାନ ହେଉଛନ୍ତି ପୂର୍ବତନ ଚିଫ୍ ପୋଷ୍ଟମାଷ୍ଟର ଜେନେରାଲ ସନ୍ତୋଷ କାମିଲା ଓ ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ଅର୍ଥଶାସ୍ତ୍ର ପ୍ରଫେସର ମିତାଲି ଚିନାରାଙ୍କ ପୁଅ।

