Tue. Oct 13th, 2026

କ୍ରୀଡା ଛାତ୍ରୀ ନିବାସର ଶିଳାନ୍ୟାସ।

302 Views

ମାଲକାନଗିରି ଜିଲ୍ଲାରେ ମାନ୍ୟବର ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବସେବା,ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଚନ୍ଦ୍ର ସାରଥୀ ବେହେରା ମାଲକାନଗିରି ଜିଲ୍ଲା ୨ଦିନିଆ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଗତକାଲି ମାଲକାନଗିରି ସହର ନିକଟସ୍ଥ ଷ୍ଟାଡିୟମ ଠାରେ ଏକ ୫୦ ଶଯ୍ୟା ବିଶିଷ୍ଟ କ୍ରୀଡା ଛାତ୍ରୀ ନିବାସର ଶିଳାନ୍ୟାସ ମାନ୍ୟବର ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରାଙ୍କ କର କମଳରେ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମାନସ ମାଡକାମି , ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଓ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

By amfnews

Related Post