126 Views
ଓଡ଼ିଶା,ନଭେମ୍ବର 1 : ନୟାଗଡ଼ ଜିଲ୍ଲାର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଏସଆଇଟି ତଦନ୍ତ ଆରମ୍ଭ ହୋଇଛି । ପରୀର ପରିବାରକୁ ଉପଯୁକ୍ତ ନ୍ୟାୟ ମିଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏସଆଇଟି ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଘଟଣାର ତଦନ୍ତ ପାଇଁ ଆଇପିଏସ ଅଫିସର ଅରୁଣ ବୋଥ୍ରାଙ୍କୁ ଏସଆଇଟି ମୁଖ୍ୟ ଭାବେ ଦାୟିତ୍ୱ ଦିଆଯାଇଥିଲା ।