Sun. Oct 18th, 2026
299 Views

ଭୁବନେଶ୍ୱର : କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

By amfnews

Related Post