Sun. Mar 8th, 2026
210 Views

ଭୁବନେଶ୍ୱର : ତୈଳ ଦର ବୃଦ୍ଧି ଯୋଗୁଁ ବଢ଼ିଲା ବସ୍‌ ଭଡ଼ା। ଡିଜେଲ ଦର ବୃଦ୍ଧି ସହ ବଢ଼ିଲା ବସ୍ ଭଡ଼ା। ପୂର୍ବରୁ ଅର୍ଡିନାରି କିମି ପିଛା ୬୮ ପଇସା ଥିଲା ବେଳେ ଏବେ ୬୯ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା ୭୧ ପଇସା ଥିଲା ବେଳେ ୭୨ ପଇସାକୁ ବୃଦ୍ଧି ପାଇଛି। ଡିଲକ୍ସ ୯୭ ପଇସା ଥିଲା ବେଳେ ୯୯ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ୧ ଟଙ୍କା ୧୯ ପଇସା ଥିଲା ବେଳେ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଛି।

By amfnews

Related Post