Sat. Oct 17th, 2026

ଭିଜିଲାନ୍ସ ଜାଲରେ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ

220 Views

ନୟାଗଡ଼ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମ୍‌ଆଇ ଡିଭିଜନର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧିଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଏକସଙ୍ଗରେ ୮ଟି ସ୍ଥାନରେ  ଭିଜିଲାନ୍ସ  ଚଢ଼ଉ ହୋଇଛି। ନୟାଗଡ଼ ଏମ୍‌ଆଇ କାର୍ଯ୍ୟାଳୟ,ସରକାରୀ କ୍ୱାର୍ଟର୍ସ ଓ ଭୁବନେଶ୍ୱର ସ୍ଥିତ ନିଜ ଘର ସମେତ ଆଦି ବିଭିନ୍ନ ସ୍ଥାନରେ ଚଢ଼ଉ ହୋଇଛି। ଭୁବନେଶ୍ୱର ଏବଂ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ ହୋଇଛି।  ସେ ବହୁଦିନ ହେବ ନୟାଗଡ଼ରେ  କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି।

By amfnews

Related Post