152 Views
ଭୁବନେଶ୍ୱର, ଅକ୍ଟୋବର ୧୬ : ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୦୪ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ଭଦ୍ରକରୁ ୧, ବରଗଡରୁ ୧, କଟକରୁ ୨, ଜଗତସିଂହପୁରରୁ ୧, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ନବରଙ୍ଗପୁରରୁ ୨, ପୁରୀରୁ ୧, ସମ୍ବଲପୁରରୁ ୨ ଓ ରାଉରକେଲାରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।