Wed. Sep 30th, 2026

ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

388 Views

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର ଓ ସୁନ୍ଦରଗଡ଼।

By amfnews

Related Post