Sun. Mar 8th, 2026

୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

186 Views

ଭୁବନେଶ୍ୱର : ଆଜି ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ହେବ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ବି ମାରିବ। ଏଥିପାଇଁ ଅପରାହ୍ମ ୪ଟା ୩୦ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ।

By amfnews

Related Post