Sun. Oct 18th, 2026

୨୦୧୯ରୁ ଉଚ୍ଚ ଶିକ୍ଷାନୁଷ୍ଠାନରେ ସବର୍ଣ୍ଣଙ୍କ ଗରିବଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଲାଗୁ ହେବ

469 Views

ସଂସଦର ଗତ ଶୀତକାଳୀନ ଅଧିବେଶନରେ କେନ୍ଦ୍ର ସରକାର ଅର୍ଥନୈତିକ ଦୃଷ୍ଟିକୋଣରୁ ଅନଗ୍ରସର ଲୋକଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବିଲକୁ ଦୁଇ ସଦନ ଲୋକସଭା ଓ ରାଜ୍ୟସଭାରେ ପାଶ କରାଇଥିଲେ । ରାଷ୍ଟ୍ରପତିଙ୍କ ସ୍ୱାକ୍ଷର ପରେ ଏହା ଆଇନରେ ପରିଣତ ହୋଇଛି । ଆଇନରେ ପରିଣତ ହେବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

By amfnews

Related Post