Wed. Mar 11th, 2026

୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ

142 Views

କୁଚିଣ୍ଡା  : ସମ୍ୱଲପୁର ଜିଲ୍ଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହା ପରେ ଅତ୍ୟଧିକ ରକ୍ତସ୍ରାବ ହେବା ଯୋଗୁ ସେ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏଥିସହ ଜଣଙ୍କ ଉପରେ ସନ୍ଦେହ କରି ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

By amfnews

Related Post