121 Views
ଭୁବନେଶ୍ୱର : ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷା ହେବାର ସମ୍ଭାବନା ନାହିଁ। କିନ୍ତୁ ଅକ୍ଟୋବର ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଶ୍ରୀ ଦାସ କହିଛନ୍ତି,“ ଓଡ଼ିଶାରେ ମୌସୁମୀ ବାୟୁ ସ୍ୱାଭାବିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ଭବାନୀପାଟଣା, ସମ୍ବଲପୁର,ହୀରାକୁଦ, ସୋନପୁର,ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ମଧ୍ୟରେ ମଧ୍ୟମ ଧରଣର ବର୍ଷା ହୋଇଛି।”