Thu. Mar 12th, 2026
176 Views

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସକାଳ ୯ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବିଧାନସଭାରେ ବଜେଟ୍ ଅଧିବେଶନ ଚାଲିଥିବାରୁ ଆଜିର ବୈଠକରେ ବହୁ ଗୁରତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏହାଛଡ଼ା କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ନିଷ୍ପତ୍ତି ନେଇ ପାରନ୍ତି ସରକାର।

By amfnews

Related Post