Wed. Sep 30th, 2026

ଆଜି ଗୁରୁ ଦିବସ, ଗୁରୁଙ୍କୁ ପୂଜା କରି ଆଶୀର୍ବାଦ ନେଉଛନ୍ତି ଛାତ୍ରଛାତ୍ରୀ

487 Views

ଭୁବନେଶ୍ୱର : ଆଜି ସେପ୍ଟେମ୍ବର ୫ ତାରିଖ, ଗୁରୁ ଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଆଜି ଜନ୍ମଦିନ। ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଉଛି। ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଙ୍କ ସମ୍ମାନର୍ଥେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରି ଆଶୀର୍ବାଦ ନେଉଛନ୍ତି।

By amfnews

Related Post