Sat. Jul 4th, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

189 Views

ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ କାର୍ଯ୍ୟକ୍ରମ ସୂଚୀ ଅନୁଯାୟୀ ଆସନ୍ତାକାଲି ଛୁଟି ଦିନ ଥିଲେ ବି ପୂର୍ବାହ୍ନ ୧୦ଟା ୩୦ରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଆସି ଜରୁରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଦିନ ୧୨ଟା ୪୦ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଗସ୍ତ କରିବେ।

By amfnews

Related Post