Fri. Jun 12th, 2026

ଆଦର୍ଶ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସ୍ନେହଲତା ଆଉ ନାହାନ୍ତିଁ

275 Views

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ଭାରତୀୟ ଜନତା ପାର୍ଟିର ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ସେହ୍ନଲତା ମହାପାତ୍ରଙ୍କ ବିୟୋଗ ଘଟିଯାଇଛି। ସେ ଆଜି ସକାଳେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି । ସେହ୍ନଲତା ମହାପାତ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ବିୟୋଗ ଖବରପାଇ ବହୁ ରାଜନେତା ଡାକ୍ତର ଦାମୋଦର ରାଉତଙ୍କ ବାସଭବନରେ ପହଞ୍ଚିଥିବା ଜଣାଯାଇଛିି।

By amfnews

Related Post