Sun. Mar 8th, 2026

ଆନନ୍ଦ ବଜାରରେ ମହାପ୍ରସାଦ ସେବନ ବେଳର ଫଟୋ ଭାଇରାଲ୍

176 Views

ପୁରୀ  : ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍ ହୋଇଛି। ଆନନ୍ଦ ବଜାରରେ ମହାପ୍ରସାଦ ସେବନ ବେଳେ ଫଟୋଟି ଉଠାଯାଇଛି, ଯାହା ଭାଇରାଲ୍ ହୋଇଛି। ମୋବାଇଲ୍‌ରେ ଏ ଫଟୋ ଉଠାଯାଇଛି। କଟକଣା ସତ୍ତ୍ୱେ ମନ୍ଦିର ଭିତରକୁ ସେମାନେ କିପରି ମୋବାଇଲ୍ ନେଇ ପଶିଗଲେ, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।

By amfnews

Related Post