Sun. Mar 8th, 2026

ଇଂଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

231 Views

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଶ୍ରୀବିହାର ସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଘର କଟକର ନିଆଳି ଅଞ୍ଚଳରେ। ସେ ଇଞ୍ଜିନିୟରିଂ ପାସ୍ ଆଉଟ୍  ଛାତ୍ର ବୋଲି ଜଣାପଡ଼ିଛି।

ପୁଲିସ୍‌ ଘଟଣାସ୍ଥଳରୁ ଏକ ସୁଇସାଇଡାଲ ନୋଟ୍ ଜବତ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି। ସବିଶେଷ ଖବରକୁ ଅପେକ୍ଷା କରାଯାଇଛି।

By amfnews

Related Post