Mon. May 13th, 2024

କାଳବୈଶାଖୀ ସମ୍ଭାବନା, ୧୭ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

rout.subhashree22@gmail.com' By Subhashree Rout May 14, 2018 #Featured
318 Views

କାଳବୈଶାଖୀ ପ୍ରଭାବରେ ରାଜ୍ୟର ୧୭ଟି ଜିଲ୍ଲାରେ ବର୍ଷା ଓ ଝଡ ତୋଫାନ ଲାଗି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସୂଚନା ଅନୁଯାୟୀ ନୂଆପଡା, ବରଗଡ, ସୋନପୁର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ମାଲକାନାଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ପ୍ରବଳ କୁଆପଥର ମାଡ ହେବାର ଆଶଙ୍କା କରାଯାଇଛି ।

Related Post