Wed. Sep 30th, 2026

କୋଲକାତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣା:ଭୀମ ଭୋଇ ମେଡିକାଲ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରତିବାଦ

280 Views

ବଲାଙ୍ଗୀର : କୋଲକାତାରେ ଡାକ୍ତରଙ୍କୁ ମାଡ଼ ଘଟଣାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ପ୍ରଥମ ବର୍ଷ ଛାତ୍ରଛାତ୍ରୀ ବାନ୍ଧି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଛାତ୍ରଛାତ୍ରୀ କଲେଜ ସମ୍ମୁଖରେ ବିଭିନ୍ନ ବ୍ୟାନର ପୋଷ୍ଟର ଧରି ପ୍ରତିବାଦ କରିବା ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ଲୋଗାନ ଦେଇ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି କରିଛନ୍ତି।

By amfnews

Related Post