Sun. Mar 8th, 2026

ଦିନ ୧୦ଟା ଯାଏ ସତର୍କ ରହିବାକୁ ପରାମର୍ଶ

144 Views

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ଯାଏ ୧୨ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ କନ୍ଧମାଳ।

By amfnews

Related Post