Sat. Oct 17th, 2026

ଦିନ ୧୧ଟା ଯାଏ ସତର୍କ ରୁହନ୍ତୁ

239 Views

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୧ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି।

By amfnews

Related Post