Wed. Oct 14th, 2026

ପଦ୍ମ ବିଭୂଷଣ ପାଇବେ ମ୍ୟାରୀ କମ୍

257 Views

ନୂଆଦିଲ୍ଲୀ  : ଦେଶର ପ୍ରଥମ ମହିଳା ଭାବେ ବକ୍ସର ମ୍ୟାରୀ କମ୍‌ଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରିବାକୁ କ୍ରୀଡ଼ା ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଏହାବାଦ୍‌ ତାରକା ବ୍ୟାଡମିଣ୍ଟନ ଖେଳାଳି ତଥା ବିଶ୍ୱ ବିଜେତା ପିଭି ସିନ୍ଧୁଙ୍କୁ ଚଳିତ ବର୍ଷ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯିବ। ସେହିପରି ରେସଲର ଭିନେଶ ଫୋଗଟ୍‌, ଟେବୁଲ ଟେନିସ୍‌ ଖେଳାଳି ମନିକା ବାତ୍ରା ଓ ମହିଳା କ୍ରିକେଟର ହରମନପ୍ରୀତ କୌରଙ୍କୁ ଭାରତ ସରକାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବାକୁ ମନୋନୀତ କରିଥିବା ଜଣାପଡ଼ିଛି।

By amfnews

Related Post