193 Views
ତେବେ ଏହି ସମୟରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚକିତ୍ସାଳୟ କେତେକ ତ୍ରୁଟି ଥିବା ଦେଖି ବିରକ୍ତ ହୋଇଥିଲେ ବୋଲି କୁହାଯାଉଛି।ଏହାପରେ ଭାରପ୍ରାପ୍ତ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚକିତ୍ସାଧିକାରୀ ଡାକ୍ତର ପଙ୍କଜ ପଟେଲଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଥିବା ଜଣାଯାଇଛି। ଏହାଛଡ଼ା ଜିଲ୍ଲାପାଳଙ୍କୁ କାରଣ ଦର୍ଶାଅ ନୋଟିସ ବି ଜାରି ହୋଇଥିବା ଜଣାଯାଇଛି। ଏହାପରେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ରାଉରକେଲା ଅଭିମୁଖେ ଯାତ୍ରା କରିଥିବା ଜଣାଯାଇଛି।