Sat. Mar 7th, 2026

ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

284 Views

ଢେଙ୍କାନାଳ  : ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମହିଳାଜଣଙ୍କ ଘରେ  ଥିବାବେଳେ ତିନି ଜଣ ଯୁବକ ତାଙ୍କୁ  ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି।

By amfnews

Related Post