Sat. Mar 7th, 2026

ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ

217 Views

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଭାଗରେ ଥିବା ଆସନରୁ ୪ଟି ଖାଲି ପଡୁଛି। ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପରେ ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ ।

By amfnews

Related Post