Sun. Mar 8th, 2026

୧୧ଟି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ

176 Views

ଭୁବନେଶ୍ୱର  :   ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

By amfnews

Related Post