113 Views
ନୂଆଦିଲ୍ଲୀ : ଆଇଏନ୍ଏକ୍ସ ମିଡିଆ ମାମଲାରେ ଗିରଫ ହୋଇସଂପ୍ରତି ତିହାର ଜେଲରେ ଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦମ୍ବରମଙ୍କ ସଂପର୍କରେ ୭ ଦିନ ଭିତରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପି. ଚିଦମ୍ବରମଙ୍କ ଜାମିନ ଆଦେନର ଶୁଣାଣି କରି ସିବିଆଇକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ।