ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୨୧୦ ପ୍ରାର୍ଥୀଙ୍କ ନାମରେ ରହିଛି ଅପରାଧିକ ମାମଲା, ୧୨ ପ୍ରାର୍ଥୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି
296 Viewsନୂଆଦିଲ୍ଲୀ: ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀମାନଙ୍କ ସମୁଦାୟ ୯୨୮ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୨୧୦ ଜଣ ପ୍ରାର୍ଥୀଙ୍କ ନାମରେ…
