ପୁରୀ ସ୍ୱର୍ଗଦ୍ୱାରା ଠାରେ ଆଜି ଅପରାହ୍ଣରେ ହେବ ଅମୀୟ ପଟ୍ଟନାୟକଙ୍କ ଅନ୍ତିମ ସଂସ୍କାର,ଆଇଆରସି ଭିଲେଜସ୍ଥିତ ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ଼
349 Views ଭୁବନେଶ୍ୱର: ଓଡ଼ିଆ ସିନେଜଗତର ଲୋକପ୍ରିୟ ପ୍ରଯୋଜକ-ନିର୍ଦ୍ଦେଶକ ଅମୀୟ ପଟ୍ଟନାୟକଙ୍କର ମରଶରୀର ଗତକାଲି ବିଳମ୍ବିତ ରାତିରେ ନୂଆଦିଲ୍ଲୀରୁ ଏୟାର ଆମ୍ବୁଲାନ୍ସ ଯୋଗ ଆସି…
