ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଶୁଭେଚ୍ଛା
264 Views ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଓଡ଼ିଆ ଓ ଇଂରାଜୀରେ ଟୁଇଟ୍ କରି ଲେଖିଛନ୍ତି: ଓଡ଼ିଶାର…
