Wed. Sep 30th, 2026

ଆଜି କନ୍ଧମାଳ ଜିଲ୍ଲାର ସବୁ ସ୍କୁଲ୍‌ ବନ୍ଦ

263 Views

କନ୍ଧମାଳ : କନ୍ଧମାଳ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି  ଜିଲ୍ଲାର ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲ୍ଲାରେ ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି ପୋଲ ଭାଙ୍ଗି ଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ବନ୍ଦ ଘୋଷଣା କରାଯାଇଛି।

By amfnews

Related Post