111 Views
ମାଲକାନଗିରି : ଦୁର୍ଦ୍ଦାନ୍ତ ନକ୍ସଲ ମାଡକାମୀ ଦୁଲା ମାଲକାନଗିରି ପୁଲିସ୍ ନିକଟରେ ଗତକାଲି ଆତ୍ମସମର୍ପଣ କରିଛି। କୋରାପୁଟର ବୈପାରୀଗୁଡା ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଉପରକୁ ଆକ୍ରମଣ ଘଟଣାରେ ସେ ସାମିଲ ଥିଲା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ଜୋନାଲ କମିଟିର ସଚିବ ଉଦୟର ସୁରକ୍ଷା ଦାୟିତ୍ୱରେ ରହିଥିଲା।