Tue. Sep 22nd, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଯୋଗୀ ଆଦିତ୍ୟନାଥ

447 Views

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ । ଠିକ୍‌ ସେହପରି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ । ଯୋଗୀ ଆଦିତ୍ୟନାଥ ଆସନ୍ତାକାଲି ବ୍ରହ୍ମପୁର ଗସ୍ତ କରି ଅପରାହ୍ନ ୨ଟା ସମୟରେ ବ୍ରହ୍ମପୁରର ବିବେକ ବିହାରଠାରେ ଆୟୋଜିତ ସାଧାରଣ ସଭାସ୍ଥଳରେ ଯୋଗଦେବେ ବୋଲି ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ସୂଚନା ଦେଇଛନ୍ତି।

ଆସନ୍ତାକଲି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ମୋଦୀ ସୁନ୍ଦରଗଡରେ ଏକ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିଜେପିର ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ବାରମ୍ବାର ଓଡ଼ିଶା ଗସ୍ତ କରୁଛନ୍ତି ।

By amfnews

Related Post