Sat. Apr 19th, 2025

ଓଡ଼ିଶାରୁ ବିଦାୟ ନେଲା ମୌସୁମୀ

By amfnews Oct 15, 2019 #Featured
191 Views

ଭୁବନେଶ୍ୱର :  ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ତମାମ ରାଜ୍ୟରୁ ମୌସୁମୀ ବାୟୁ ବିଦାୟ ନେଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଅଯାଇଛି। ଚଳିତ ବର୍ଷ ସ୍ୱାଭାବିକ ଠାରୁ ୭% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।

By amfnews

Related Post