Sat. Mar 7th, 2026

କାନ୍ଥ ପଡ଼ି ସ୍ୱାମୀ ମୃତ,ସ୍ତ୍ରୀ ଗୁରୁତର

250 Views

କେନ୍ଦୁଝର: କାନ୍ଥ ପଡ଼ି ସ୍ୱାମୀ ମୃତ ଓ ସ୍ତ୍ରୀ ଗୁରୁତର। ଏହି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ପଂଚୁପଲି ପଂଚାୟତର ବେଉସାହିରେ। ମୃତକ ଜଣକ ହେଲେ ଭାସ୍କର ଦେହୁରୀ। ଗୁରୁତର ତିଳୋତ୍ତମାକୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଶୋଇଥିବା ବେଳେ କାନ୍ଥ ଭୁଶୁଡ଼ି ପଡିଥିବାରୁ ଘଟଣାସ୍ଥଳରେ ଭାସ୍କରଙ୍କ ମୃତ୍ୟୁ ହୋଇଥିଲା।

ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡ଼ି ପଡ଼ିବାରୁ ଏଭଳି ଅଘଟଣ ଘଟିଛି।

By amfnews

Related Post