Thu. Jul 23rd, 2026

କେନ୍ଦ୍ରାପଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

268 Views

କେନ୍ଦ୍ରାପଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଣି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସି କେନ୍ଦ୍ରାପଡ଼ାଠାରେ ପହଞ୍ଚିଛନ୍ତି। ସେ କେନ୍ଦ୍ରାପଡ଼ା -ପଟ୍ଟାମୁଣ୍ଡାଇ ରାସ୍ତାରେ ଥିବା ବାରୁଆ ସିଦ୍ଧ ବଟ ପଡ଼ିଆଠାରେ ବିଜେପି ପକ୍ଷରୁ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।

ଏହି ନିର୍ବାଚନୀ ସଭାରେ କେନ୍ଦ୍ରାପଡ଼ାର ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା,କେନ୍ଦ୍ରାପଡ଼ା ଲୋକସଭା ଅଧିନରେ ଥିବା ସାଲେପୁର ବିଧାନସଭାର ବିଜେପି ପ୍ରାର୍ଥୀ ପ୍ରକାଶ ବେହେରା,ମାହାଙ୍ଗା ବିଧାନସଭାରେ ବିଜେପି ପ୍ରାର୍ଥୀ ଶାରଦା ପ୍ରଧାନ, କେନ୍ଦ୍ରାପଡ଼ାର ବିଜେପି ବିଧାୟକ ପ୍ରାର୍ଥୀ ସୁନାକର ବେହେରା,ଆଳି ବିଧାନସଭାର ବିଜେପି ପ୍ରାର୍ଥୀ ଦୋଳଗୋବିନ୍ଦ ନାୟକ,ମହାକାଳପଡ଼ାର ବିଜେପି ବିଧାୟକ ପ୍ରାର୍ଥୀ ବିଜୟ ପ୍ରଧାନ,ରାଜନଗରର ବିଜେପି ବିଧାନସଭା ପ୍ରାର୍ଥୀ ଅଲେଖ ଜେନା,ବରିଷ୍ଠ ନେତା ତଥା ପାଟକୁରା ବିଧାନସଭାର ବିଜେପି ବିଧାୟକ ପ୍ରାର୍ଥୀ ବିଜୟ ମହାପାତ୍ର, ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ ,ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ,ବିଜେପିର ବରିଷ୍ଠ ନେତା ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ,ବିଜେପିର ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ ଓ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା  ପ୍ରମୁଖ ଉପସ୍ଥିତ ଅଛନ୍ତି।

By amfnews

Related Post