Sun. Mar 8th, 2026

କୋଇଲା ବୋଝେଇ ଟ୍ରେନ୍‌ର ୨ଟି ବଗିରେ ଅଗ୍ନିକାଣ୍ଡ

154 Views

ସମ୍ବଲପୁର  : ସମ୍ବଲପୁର ସିଟି ଷ୍ଟେସନ୍‌ରେ ଶନିବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ହଠାତ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ଟି ବଗି ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡ ବିଷୟରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିବା ପରେ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି।

By amfnews

Related Post