Mon. Mar 9th, 2026

ଜେଲ୍‌ ଗଲେ କୋଟିପତି ଜେଇ

247 Views

ବ୍ରହ୍ମପୁର  : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ଜେଇ ଗଗନବିହାରୀ ପତିଙ୍କୁ ଆଜି ସଂଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ଭିଜିଲାନ୍ସ ଡିଏସ୍‌ପି ଶାନ୍ତନୁ ପାଢ଼ୀ ସୂଚନା ଦେଇଛନ୍ତି। ରାୟଗଡ଼ା ଜିଲ୍ଲା ଗୁଣପୁର ଆଇଟିଡିଏ କନିଷ୍ଠ ଯନ୍ତ୍ରୀ (ଜେଇ) ପତି ନାଁରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଗତକାଲି ବ୍ରହ୍ମପୁର ଭିଜିଲାନ୍ସର ୫ଟି ଟିମ୍‌ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଥିଲା।

By amfnews

Related Post