222 Views
ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡକୁ ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି ବସ ଷ୍ଟାଣ୍ଡକୁ ଆନ୍ତଃରାଜ୍ୟ ବସ ଟର୍ମିନାଲ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତାବ ରଖିଛନ୍ତି । ଏଥିପାଇଁ ୧୮୫ କୋଟି ଟଙ୍କା ଖର୍ଚ୍ଚ ହେବ । ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।