Sun. Mar 8th, 2026

ବର୍ଷା ପାଇଁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

199 Views

ବ୍ରହ୍ମପୁର : ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ଜାରି ରହିଛି ବର୍ଷା।  ଏଥିଯୋଗୁ ବିଭିନ୍ନ ଅଞ୍ଚଳରେ ପାଣି ଜମି ଯାତାୟତ ବାଧାପ୍ରାପ୍ତ ହୋଇଛି।

ଏହାକୁ ଦୃଷ୍ଟିରେ ରଖି  ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

By amfnews

Related Post