235 Views
ନୂଆଦିଲ୍ଲୀ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ପକ୍ଷରୁ ଆଜି ଅପରାହ୍ନ ୪ଟା ୧୦ ମିନିଟରେ ଭାରତର ଅତ୍ୟାଧୁନିକ ସାମରିକ ଉପଗ୍ରହ ଜିସ୍ୟାଟ୍-୭ଏକୁ ମହାକାଶକୁ ଉତକ୍ଷେପଣ କରାଯାଇଛି । ଏହାକୁ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ସତୀଶ ଧଓ୍ଵନ ମହାକାଶ କେନ୍ଦ୍ରରୁ ଜିଏସଏଲଭି-ଏଫ୧୧ ରକେଟ ମାଧ୍ୟମରେ ଏହାକୁ ଉତକ୍ଷେପଣ କରାଯାଇଛି । ଉତକ୍ଷେପଣ ପରେ ଏହାର ସବୁ ମାନଦଣ୍ଡ ସ୍ୱାଭାବିକ ଥିବା ଇସ୍ରୋ କହିଛି


to go for the launch
of
– Satish Dhawan Space Centre in
– 4: 10 pm today